posted by: Bisforana
50 views
ବରଗଡ଼ ଏଫସି ଚମ୍ପିୟାନ୍
ସିଏମ୍ ଟ୍ରଫି - ଲକ୍ଷ୍ୟ ଏକ, ପ୍ରତିଭା ଅନେକ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶାରେ ତୃଣମୂଳ ସ୍ତରରେ କ୍ରୀଡ଼ା ପ୍ରତିଭାର ବିକାଶ ପାଇଁ ପ୍ରଥମ ଥର ପାଇଁ ଆୟୋଜନ କରାଯାଇଥିଲା ସିଏମ୍ ଟ୍ରଫି (ଅଣ୍ଡର-୧୫) ଫୁଟବଲ ଚାମ୍ପିୟାନସିପ୍ -୨୦୨୫।
ବିଗତ ୧୬ ଜାନୁଆରୀରୁ ଆରମ୍ଭ ହୋଇଥିବା ଏହି ଟୁର୍ଣ୍ଣାମେଣ୍ଟର ବହୁ ପ୍ରତିକ୍ଷୀତ ଫା