posted by: Bisforana
78 views
ଶ୍ରୀମନ୍ଦିର ପ୍ରଶାସନକୁ ପ୍ରେରଣ ହେଲା ବାସୁଙ୍ଗା ପାଟ
ବିଗ୍ରହମାନଙ୍କର ବିଜୟ ଡୋରୀ, ପଇତା, ରାକ୍ଷୀ ଆଦି ପ୍ରସ୍ତୁତିରେ ବ୍ୟବହାର ହୁଏ
ମଲବେରୀ ରେଶମ କୋଷାରୁ ପ୍ରସ୍ତୁତ ହୁଏ, କଇଥ ଫଳର ଅଠାରେ ରଙ୍ଗ ଦିଆଯାଏ
୧୯୮୧ ମସିହାରୁ ନିରନ୍ତର ଭାବେ ଯୋଗାଇ ଆସୁଛି ସେରିଫେଡ୍
କେବଳ ବିଗ୍ରହଙ୍କ ସେବାରେ ଲାଗେ, ଏହାର ବାଣିଜ୍ୟିକ ବ୍ୟବହାର ନାହିଁ
ସ୍ଥାନୀୟ ଶହୀଦ ନଗରସ୍ଥିତ ଓଡିଶା ସମବାୟ ଟସର ଓ ର