posted by: Bisforana
75 views
ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ତରଫରୁ କ୍ୟାମ୍ପ କୋର୍ଟ
ନାଗରିକ-କୈନ୍ଦ୍ରିକ ଏବଂ ସମୟାନୁବର୍ତ୍ତୀ ନ୍ୟାୟ ପ୍ରଦାନ ସୁନିଶ୍ଚିତ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଆଜି ଗୃହ ଏବଂ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଉଷା ପାଢୀଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର କ୍ୟାମ୍ପ କୋର୍ଟ ଆୟୋଜନ କରାଯାଇଥିଲା। ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ ଆଇନ, ୧୯୮୨ ଅନୁଯାୟୀ ଦାୟର ଆପିଲ୍ ମାମଲାଗୁଡ଼