Bisforana:Big-decision-in-the-cabinet-10-proposals-from-5-departments-approved-after-discussion

କ୍ୟାବିନେଟରେ ବଡ ନିଷ୍ପତ୍ତି , ୫ ଟି ବିଭାଗର ୧୦ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ

bhubaneswar

ଆଜି ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୧ତମ  ବୈଠକ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ   ହୋଇଯାଇଛି  l  ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ l 

      ବୈଠକରେ ୫ ଟି ବିଭାଗର ୧୦ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l

      ଶିଳ୍ପ ବିଭାଗର ୨ଟି, ଗୃହ ଓ ନଗର ଉନ୍ନୟନ ବିଭାଗର ୪ ଟି, ଜଳ ସମ୍ପଦ ବିଭାଗର ୨ଟି, ରାଜସ୍ବ ୧ଟି, ପର୍ଯ୍ୟଟନ ବିଭାଗର ୧ଟି ଏହିପରି ୫ଟି ବିଭାଗର ୧୦ ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l 

0 Comments

Leave A Reply