Bisforana:Chief-Ministers-decision-to-increase-daily-duty-call-up-allowance-of-caretakers-from-Rs-612-to-Rs-623

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଗୃହରକ୍ଷୀ ମାନଙ୍କ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି

bhubaneswar

ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁହେବ

ଭୁବନେଶ୍ୱର ୧୩ ଜୁନ ୨୦୨୫- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ-ଅପ ଭତ୍ତା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁହେବ।

Related News

0 Comments

Leave A Reply