Bisforana:Today-3-online-application-process-started

ଆଜିଠୁ +3 ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ

bhubaneswar

  ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ରାଜ୍ୟରେ ସ୍ନାତକ  ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜିଠୁ  ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ, ଜୁନ୍ ୧୦ ତାରିଖ ରାତି ୧୧ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ସାମ୍‌ସ (SAMS) ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ।ସୁଚନା ଅନୁଯାୟୀ, ଦ୍ୱିତୀୟ ପର୍ଯ୍ୟାୟ  ତାଲିକା ଜୁନ୍ ୨୯ରେ ପ୍ରକାଶିତ ହେବ। ଚୟନ ହୋଇଥିବା ଆବେଦନକାରୀମାନେ ଜୁନ୍ ୨୯ରୁ ଜୁଲାଇ ୪ ମଧ୍ୟରେ ଅନ୍‌ଲାଇନ ଫି ଦାଖଲ କରିବେ ଏବଂ ଜୁନ୍ ୩୦ରୁ ଜୁଲାଇ ୪ ମଧ୍ୟରେ ସଂପୃକ୍ତ କଲେଜ କିମ୍ବା ବିଶ୍ୱବିଦ୍ୟାଳୟରେ ନାମ ଲେଖାଇବେ

 

Related News

0 Comments

Leave A Reply